ବଳାତ୍କାର ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୮।୫: ଭାରତୀୟ ମୂଳ କ୍ରିକେଟର ନିଖିଲ ଚୌଧୁରୀ ଅଷ୍ଟ୍ରେଲିଆରେ ଖେଳନ୍ତି ଏବଂ ବିଗ ବାସ ଲିଗ (ବିବିଏଲ)ରେ ଏକ ଜଣାଶୁଣା ନାମ। ୨୮ ବର୍ଷୀୟ ନିଖିଲ ୨୦୨୧ରେ ଟାଉନ୍ସଭିଲେରେ ଜଣେ ୨୦ ବର୍ଷ ବୟସ୍କା ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଏବେ ଏହି ମାମଲାରେ ସେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସେ ବିଗ ବାସ ଲିଗନ୍‌ର ହୋବର୍ଟ ହେରିକାନ୍ସ ଦଳରେ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି। The post ବଳାତ୍କାର ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଏହି କ୍ରିକେଟର୍‌ appeared first on Dharitri Odia News.

ବଳାତ୍କାର ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୮।୫: ଭାରତୀୟ ମୂଳ କ୍ରିକେଟର ନିଖିଲ ଚୌଧୁରୀ ଅଷ୍ଟ୍ରେଲିଆରେ ଖେଳନ୍ତି ଏବଂ ବିଗ ବାସ ଲିଗ (ବିବିଏଲ)ରେ ଏକ ଜଣାଶୁଣା ନାମ। ୨୮ ବର୍ଷୀୟ ନିଖିଲ ୨୦୨୧ରେ ଟାଉନ୍ସଭିଲେରେ ଜଣେ ୨୦ ବର୍ଷ ବୟସ୍କା ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଏବେ ଏହି ମାମଲାରେ ସେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସେ ବିଗ ବାସ ଲିଗନ୍‌ର ହୋବର୍ଟ ହେରିକାନ୍ସ ଦଳରେ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି।

The post ବଳାତ୍କାର ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଏହି କ୍ରିକେଟର୍‌ appeared first on Dharitri Odia News.