ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

ପୁଲିସ ଏହି ଘଟଣାରେ ୮ ଜଣଙ୍କୁ ଅଟକ ରଖି ସେମାନଙ୍କ ଡାକ୍ତରୀମାଇନା କରିଥିବା ଜଣାପଡ଼ିଛି ଓ ଏହାସହ  ତଦନ୍ତ ଜାରି ରଖିଛି। 

ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ

ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ଯୁକ୍ତ ଦୁଇରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ତାଙ୍କର ୮ ସହପାଠୀ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୁଲିସ ଏହି ଘଟଣାରେ ୮ ଜଣଙ୍କୁ ଅଟକ ରଖି ସେମାନଙ୍କ ଡାକ୍ତରୀମାଇନା କରିଥିବା ଜଣାପଡ଼ିଛି ଓ ଏହାସହ ତଦନ୍ତ ଜାରି ରଖିଛି।