ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଲେ” ଆଶା ଭରସା “ସ୍ଵାଧୀନ ପାର୍ଟିର ୨ ପ୍ରାର୍ଥୀ

ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଲେ” ଆଶା ଭରସା “ସ୍ଵାଧୀନ ପାର୍ଟିର ୨ ପ୍ରାର୍ଥୀ  ମୟୂରଭଞ୍ଜ – ୭/୦୫ ( ମସିହା)ଚଳିତ ସାଧାରଣ ନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ପ୍ରଥମ ଦିବସରେ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ଏସଟି-୨୮ ପାଇଁ” ଆଶା ଭରସା” ସ୍ଵାଧିନ ପାର୍ଟିର ସଦସ୍ୟ ସାଲଖୁ ଲାମ୍ଭେ ମାଝୀ ତାଙ୍କ ସମର୍ଥକଙ୍କ ସହ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଜିଲ୍ଲାପାଳ ଶ୍ରୀ ସରୋଜ ଦାସଙ୍କ ପାଖରେ ନାମାଙ୍କନ ପତ୍ର... The post ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଲେ” ଆଶା ଭରସା “ସ୍ଵାଧୀନ ପାର୍ଟିର ୨ ପ୍ରାର୍ଥୀ appeared first on ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ.

ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଲେ” ଆଶା ଭରସା “ସ୍ଵାଧୀନ ପାର୍ଟିର ୨ ପ୍ରାର୍ଥୀ

ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଲେ” ଆଶା ଭରସା “ସ୍ଵାଧୀନ ପାର୍ଟିର ୨ ପ୍ରାର୍ଥୀ

 ମୟୂରଭଞ୍ଜ – ୭/୦୫ ( ମସିହା)ଚଳିତ ସାଧାରଣ ନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ପ୍ରଥମ ଦିବସରେ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ଏସଟି-୨୮ ପାଇଁ” ଆଶା ଭରସା” ସ୍ଵାଧିନ ପାର୍ଟିର ସଦସ୍ୟ ସାଲଖୁ ଲାମ୍ଭେ ମାଝୀ ତାଙ୍କ ସମର୍ଥକଙ୍କ ସହ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଜିଲ୍ଲାପାଳ ଶ୍ରୀ ସରୋଜ ଦାସଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

      ସେହିଭଳି ସାରସକଣା ନିର୍ବାଚନ ମଣ୍ଡଳୀ ଏସଟି-୨୭ ସିଟ୍ ପାଇଁ ଶେଖର ମାହାଲି ତାଙ୍କର ସମର୍ଥକମାନଙ୍କ ସହ ଆସି ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକା ଙ୍କ ପାଖରେ ନାମାଙ୍କନ ଦାଖଲ କରିଛନ୍ତି।ଆଜି ପୂର୍ବାହ୍ନ ୧୧ ଘଟିବାରୁ ଅପରାହ୍ନ ୩ ଘଟିକା ପର୍ଯ୍ୟନ୍ତ ନାମାଙ୍କନ ସମୟ ଧାର୍ଯ୍ୟ କରାଯାଇଛି ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍ 

The post ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିଲେ” ଆଶା ଭରସା “ସ୍ଵାଧୀନ ପାର୍ଟିର ୨ ପ୍ରାର୍ଥୀ appeared first on ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ.