ରେଲୱେ ଟ୍ରାକରେ ଯୁବକଙ୍କ ମୃତଦେହ,ପରିଚୟ ଖୋଜୁଛି ପୋଲିସ

ଭୁବନେଶ୍ବର ୨୨/୪: ରେଲ ଲାଇନରେ ପଡିଛି ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ । ରାଜଧାନୀର ଶିଶୁଭବନ ଛକ ଟ୍ରେନ ଲାଇନରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର । ମୃତ ଯୁବକ କିଏ ତାହା ଏଯାଏ ସ୍ପଷ୍ଟ ହୋଇନି । କ୍ୟାପିଟାଲ ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍‌ପିଟାଲ ପଠାଇଛି । ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଜିଆରପି ପୋଲିସ ଛାନଭିନ ଚଳାଇଛି । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ । You Can Read: ଅଟୋକୁ ପଛପଟୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କ ଜୀବନ

ରେଲୱେ ଟ୍ରାକରେ ଯୁବକଙ୍କ ମୃତଦେହ,ପରିଚୟ ଖୋଜୁଛି ପୋଲିସ

ଭୁବନେଶ୍ବର ୨୨/୪: ରେଲ ଲାଇନରେ ପଡିଛି ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ । ରାଜଧାନୀର ଶିଶୁଭବନ ଛକ ଟ୍ରେନ ଲାଇନରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର । ମୃତ ଯୁବକ କିଏ ତାହା ଏଯାଏ ସ୍ପଷ୍ଟ ହୋଇନି । କ୍ୟାପିଟାଲ ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍‌ପିଟାଲ ପଠାଇଛି । ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଜିଆରପି ପୋଲିସ ଛାନଭିନ ଚଳାଇଛି । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ । 


You Can Read: ଅଟୋକୁ ପଛପଟୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କ ଜୀବନ